The Ultimate Managed Hosting Platform
ADVERTISEMENT

ବାୟୁସେନା ବିମାନ ଦୁର୍ଘଟଣା, ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ

Facebook
Twitter
LinkedIn

ନୂଆଦିଲ୍ଲୀ : ରାଜସ୍ଥାନର ହନୁମାନଗଡରେ ଭାରତୀୟ ବାୟୁସେନା ବିମାନ ମିଗ୍-୨୧ ଦୁର୍ଘଟଣାଗ୍ରସ୍ତ ହେବା କାରଣରୁ ୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ରହିଛନ୍ତି । ଏହି ଘଟଣାରେ ମୃତକଙ୍କ ପରିବାରୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଘୋଷଣା କରାଯାଇଛି । ସୁରତଗଡରୁ ଉଡାଣ ଭରିଥିଲା ବିମାନ । ବିମାନ ଏକ ଘର ଉପରେ କ୍ରାସ ହୋଇ ପଡିଥିବାରୁ ଗ୍ରାମବାସୀ ମୃତ୍ୟୁବରଣ କରିଥିଲେ । କିନ୍ତୁ ପାଇଲଟ ପାରାସୁଟ୍ ସାହାଯ୍ୟରେ ନିଜକୁ ବଞ୍ଚାଇବାରେ ସକ୍ଷମ ହୋଇଥିଲେ ।
ଘଟଣାପରେ ପାଇଲଟଙ୍କୁ ଏୟାରଲିଫ୍ଟ କରାଯାଇଥିଲା । ପାଇଲଟଙ୍କ ପାଇଁ ବାୟୁସେନାର ଏମଆଇ ୧୭ ପଠାଯାଇଥିଲା । ବିମାନଟି ଯେଉଁ ଛାତର ପଡିଲା, ସେଠାରେ ୩ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିଲେ । ଘଟଣାସ୍ଥଳରେ ଦୁଇ ଜଣ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ଜଣେ ଡାକ୍ତରଖାନା ନେବା ବାଟରେ ମୃତ୍ୟୁବରଣ କରିଥିଲେ । ମୃତକଙ୍କ ପରିବାରକୁ ୫-୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରାଯାଇଛି । ଘଟଣାରେ ୨ ଘର ମଧ୍ୟ ନଷ୍ଟ ହୋଇଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login