The Ultimate Managed Hosting Platform
ADVERTISEMENT

ବିକ୍ରମ ପଣ୍ଡା ଗୋପାଳପୁର ବିଜେଡି ପ୍ରାର୍ଥୀ !

Facebook
Twitter
LinkedIn

ବିକ୍ରମ ପଣ୍ଡା ହୋଇପାରନ୍ତି ଗୋପାଳପୁରର ବିଜେଡି ପ୍ରାର୍ଥୀ । ଗଞ୍ଜାମ ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସୂଚନା । ଆଶା କରୁଛୁ ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରାର୍ଥୀ କରିପାରନ୍ତି ବୋଲି କହିଛନ୍ତି ଚ୍ୟାଉ ପଟ୍ଟନାୟକ । ବିକ୍ରମ ପଣ୍ଡାଙ୍କୁ ଗୋପାଳପୁରର ସଂଗଠନ ଦାୟିତ୍ୱ ଦିଆଯାଇଛି । ବ୍ରହ୍ମପୁର ପ୍ରାର୍ଥୀ କିଏ ହେବ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ପୁରୀ : ଏବେ ନୀଳକନ୍ଦର ଛୀଡି ବଡଦାଣ୍ଡରେ ବଳିଆରଭୂଜ । ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା । ଧରାପୃଷ୍ଠରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ।...

Login