The Ultimate Managed Hosting Platform
ADVERTISEMENT

ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର

Facebook
Twitter
LinkedIn

ବିଜାପୁର : ଭୁଷୁଡ଼ୁଛି ଲାଲଗଡ଼। ୧୪ ମାଓବାଦୀ ନିପାତ । ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି । କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୧୨ ମାଓବାଦୀ । ଘଟଣାସ୍ଥଳରୁ ଏକେ ୪୭ ଓ ଇନସାସ୍ ବନ୍ଧୁକ ଜବତ ହୋଇଛି। ଏବେବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login