ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା ସମ୍ଭାବନା । ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ୟ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ । ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ । ଏକ ମିଶ୍ରଣ ପର୍ବ ମାଧ୍ୟମରେ ଢୋଲକିଆ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ତେବେ ମିଶ୍ରଣ ପର୍ବରେ ବସନ୍ତ ପଣ୍ଡା, ସୁରେଶ ପୂଜାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଗୋଟିଏ ପଟେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି । ଅନ୍ୟପଟେ ବିଜେପି କି ବିଜେଡି ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହାଁନ୍ତି । ବିଳମ୍ବ ହେଉଥିବାରୁ ବିଜେପି, ବିଜେଡି ପ୍ରାର୍ଥୀ କିଏ ହେବ, ସେନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି। ସେଥିପାଇଁ ଜୟ ଢୋଲକିଆ ଏବେ ଫୋକସ୍ରେ ରହିଛନ୍ତି ।
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







