The Ultimate Managed Hosting Platform
ADVERTISEMENT

ବିଜେଡିରେ ବିଜୟଙ୍କ ପୁଅ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିରେ ଯୋଗ ଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ନବୀନ ନିବାସ ଆସି ବିଜେଡିରେ ସାମିଲ ହେଲେ ଅରବିନ୍ଦ । ବିଜେଡିରେ ସାମିଲ ପରେ ଅରବିନ୍ଦ ମହାପାତ୍ରଙ୍କ ପ୍ରତିକ୍ରିୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ଅରବିନ୍ଦ । ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ରାପଡ଼ା ଜିଲ୍ଲାର ନେତା, ବିଧାୟକ ଏବ˚ ଜିଲ୍ଲା ପର୍ୟ୍ୟବେକ୍ଷକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି ଜ୍ଝ ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୧୯ ସାଧାରଣ ନିର୍ବାଚନ ପରଠୁ ବିଜୟ ବିଜେପି ରାଜନୀତିରୁ ନିଜକୁ ଦୂରେଇ ରଖିଥିଲେ। ପୁଅ ଅରବିନ୍ଦଙ୍କୁ ଗଲା ପ୍ରାୟ ଦୁଇ ବର୍ଷ ହେବ ପାଟକୁରା ନିର୍ବାଚନ ମଣ୍ତଳୀରେ ସକ୍ରିୟ ଭାବେ ବୁଲାବୁଲି କରୁଥିବା ଲକ୍ଷ୍ୟ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login