The Ultimate Managed Hosting Platform
ADVERTISEMENT

ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ

Facebook
Twitter
LinkedIn

ଭୁବନେଶ୍ବର: ବିଜେଡିରେ ମିଶିଲେ ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ବର୍ଷା ପ୍ରିୟଦର୍ଶିନୀ କହିଥିଲେ, ମୁଁ ନବୀନ ପଟ୍ଟନାୟକଙ୍କ ଫ୍ୟାନ। ନବୀନ ପଟ୍ଟନାୟକଙ୍କ ଉଦେଶ୍ୟରେ ନିମକି ଫିଲ କରିଥିଲି । ତାଙ୍କ ବ୍ୟକ୍ତିତ୍ୱ ମୋତେ ଅନୁପ୍ରାଣିତ କରିଛି। ସେ ବହୁତ ସରଳ। କମ କଥା, କାର୍ୟ୍ୟ ତାଙ୍କର କଥା କୁହେ। ସେ ଅପ୍ରତିଦ୍ବଦ୍ଵି, କାହା ବିରୋଧରେ କିଛି କୁହନ୍ତି ନାହିଁ। ସ୍ୱଚ୍ଛ ଓ ହୃଦୟବାନ ମଣିଷ ହେଉଛନ୍ତି ନବୀନ ପଟ୍ଟନାୟକ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login