ଭୁବନେଶ୍ୱର : ବିଜେଡିରେ ସାମିଲ ହେଲେ ଲକ୍ଷ୍ମୀପୁରରୁ କଂଗ୍ରେସ ଟିକେଟରୁ ଆଶାୟୀ ପ୍ରାର୍ଥୀ ଗୀତାଞ୍ଜଳି ପୀଡ଼ିକା । ଗୀତାଞ୍ଜଳି ଏବେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ରହିଛନ୍ତି । ତାଙ୍କ ସହ ବହୁ ସମିତିସଭ୍ୟଙ୍କ ସହ ଶତାଧିକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । ସମସ୍ତେ କଂଗ୍ରେସ ପରିତ୍ୟାଗ କରି ବିଜେଡିରେ ସାମିଲ ହୋଇଛନ୍ତି ।
Views: 77











