The Ultimate Managed Hosting Platform
ADVERTISEMENT

ବିଜେଡିରେ ମିଶିଲେ କେ. ସୂରିୟା ରାଓ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିରେ ମିଶିଲେ କେ.ସୂରିୟା ରାଓ । ସେ କଂଗ୍ରେସ ଟିକେଟରୁ ୨୦୧୪ରେ ପାରଳାଖେମୁଣ୍ଡି ବିଧାୟକ ହୋଇଥିଲେ । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବ୍ରହ୍ମପୁର ଲୋକସଭା ପର୍ୟ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର ଓ ଗଜପତି ବିଜେଡି ପର୍ୟ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ. ସସ୍ମିତ କହିଲେ କେ. ସୁରିୟା ରାଓ ଗଜପତି ଜିଲ୍ଲାର ଜଣେ ପ୍ରଭାବଶାଳୀ ନେତା ଥିଲେ । ତାଙ୍କ ସହ ଅନେକ ନେତା କଂଗ୍ରେସ ଛାଡି ବିଜେଡିରେ ମିଶିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login