The Ultimate Managed Hosting Platform
ADVERTISEMENT

ବିଜେଡିରେ ମିଶିଲେ ଗୁଲମୁଖି ହବିବ

Facebook
Twitter
LinkedIn

ଭଦ୍ରକ: ଭଦ୍ରକ ପୌରାଧ୍ୟାକ୍ଷା ଗୁଲମୁଖି ହବିବ ବିଜେଡିରେ ବିଧିବଦ୍ଧ ବାବେ ସାମିଲ ହୋଇଛନ୍ତି । ନିଜର ଶତାଧିକ ସମର୍ଥକଙ୍କ ସହ ସେ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ଭାବେ ଭଦ୍ରକରୁ ଜିତିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସମସ୍ତଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ଭଦ୍ରକ ଜିଲ୍ଲା ବିଜେଡି ପର୍ୟ୍ୟବେକ୍ଷକ ସଞ୍ଜୟ ଦାସବର୍ମା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login