The Ultimate Managed Hosting Platform
ADVERTISEMENT

ବିଜେଡିର ନିର୍ବାଚନୀ ଇସ୍ତାହାରକୁ ଧର୍ମେନ୍ଦ୍ରଙ୍କ କଟାକ୍ଷ

Facebook
Twitter
LinkedIn

ଭୁବନେଶ୍ୱର: ବିଜେଡିର ନିର୍ବାଚନୀ ଇସ୍ତାହାରକୁ ଧର୍ମେନ୍ଦ୍ରଙ୍କ କଟାକ୍ଷ । ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ କିଛି ନାହିଁ । ବିଜେପିର ଇସ୍ତାହାରକୁ କିଛିଟା କପି କରିଛନ୍ତି । ୨୪ ବର୍ଷ ପରେ ବି ଲୋକେ କାମ କରିବା ପାଇଁ ଘର ଛାଡୁଛନ୍ତି । ଚାଷ ଜମିକୁ ପାଣି ପହଞ୍ଚିିନାହିଁ । ଶୀତଳ ଭଣ୍ଡାର ନାହିଁ । ଏନସିଆରବି ରିପୋର୍ଟରେ ଓଡ଼ିଶାର ମହିଳା ସବୁଠୁ ଅଧିକ ନିର୍ୟାତିତ । ଏବେ ବି ରାଜ୍ୟରେ ୧ ଲକ୍ଷ ସରକାରୀ ଚାକିରି ପଦବୀ ଖାଲି ପଡ଼ିଛି । ବିଜେଡିର ଇସ୍ତାହାର ଫମ୍ପା ପ୍ରତିଶ୍ରୁତି । ଲୋକେ ଏହାକୁ ବିଶ୍ୱାସ କରିବେ ନାହିଁ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login