ଭୁବନେଶ୍ୱର : ଭୋଟିଂରୁ ବିଜେଡିର ବିରତ ନିଷ୍ପତ୍ତି ନେଇ ଜୁଏଲ ଓରାମଙ୍କ ପ୍ରତିକ୍ରିୟା । ଉପରାଷ୍ଟ୍ରପତି ନିର୍ବାଚନରେ ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରିବା । ନବୀନ ବାବୁ ଆମକୁ ପରୋକ୍ଷରେ ସମର୍ଥନ କରୁଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିରତ ରହିବ ବିଜେଡି । ଏ ନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ଏ ନେଇ ସୂଚନା ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର ।
Views: 69











