ଭୁବନେଶ୍ୱର : ବିଜେଡିର ପ୍ରତିଷ୍ଠା ଦିବସରେ ପରାଜୟର କାରଣ କହିଲେ ନବୀନ । ଆମେ ହାରି ନାହୁଁ , କି ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି , ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । ଏତେ ମିଛ କହି ମଧ୍ୟ ବିଜେପି ଆମ ଠାରୁ କମ ଭୋଟ ପାଇଛି । ଆମର ଭଉଲ ହେଲା ସେମାନଙ୍କ ମିଛର ଠିକ୍ କାଉଣ୍ଟର କରିପାରିଲୁନି । ସେମାନଙ୍କ ନେଗେଟିଭ କ୍ୟାମ୍ପେନର ଠିକ କାଉଣ୍ଟର କରିପାରିଲୁ ନାହିଁ । ମୁଁ ଦୃଢତାର ସହ କହୁଛି, ବିଜେଡିର ଭବିଷ୍ୟତ ଉଜ୍ୱଳ । ଲୋକଙ୍କ ହକ ପାଇଁ ଲଢିଆସିଛି ଆଗକୁ ବି ଲଢିବ । ମୁଁ ଦୃଢତାର ସହ କହୁଛି, ବିଜେଡିର ଭବିଷ୍ୟତ ଉଜ୍ୱଳ । ଲୋକଙ୍କ ହକ ପାଇଁ ଲଢିଆସିଛି ଆଗକୁ ବି ଲଢିବ । ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ୍ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପିନିପରିବା ବୃଦ୍ଧି ପାଇଛି । ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମାଆ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ।
ବିଜେଡିର ପ୍ରତିଷ୍ଠା ଦିବସରେ ପରାଜୟର କାରଣ କହିଲେ ନବୀନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...