The Ultimate Managed Hosting Platform
ADVERTISEMENT

ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

Facebook
Twitter
LinkedIn

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଷଷ୍ଠ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।
ଚିଲିକା- ରଘୁନାଥ ସାହୁ
ବଡ଼ଚଣା-ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା
ଆନନ୍ଦପୁର- ଅଭିମନ୍ୟୁ ସେଠୀ
ସାରସକଣା- ଦେବାଶିଷ ମାରାଣ୍ଡି
କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ
ଚମ୍ପୁଆ- ସନାତନ ମହାକୁଡ଼
ରେମୁଣା- ବିଦ୍ୟାସ୍ମିତା ମହାଳିକ
ସିମୁଳିଆ- ସୁଭାଷିନୀ ସାହୁ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login