The Ultimate Managed Hosting Platform
ADVERTISEMENT

ବିଜେଡି ଇତିହାସ ଶେଷ- ଆସାମ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ : ବିଜେଡି ଇତିହାସ ଶେଷ ହୋଇଯିବ ବୋଲି କହିଲେ ଆସାମ ମୁଖ୍ୟମନ୍ତ୍ରୀ । ପୁରୀରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବଡ ବୟାନ । ଆଗାମୀ ୫୦ ବର୍ଷ ଯାଏଁବିଜେପି ରହିବ , ଏଥିରେ ସନେ୍ଦହ ନାହିଁ ।
୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ । ଆଜି ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଁଚିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପି ସଭାପତି ମନମୋହନ ସାମଲ , ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ବିଧାୟକ ବାବୁ ସିଂ ପ୍ରମୁଖ ସ୍ୱାଗତ କରିଥିଲେ । ଏହା ପରେ ସେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ।
ହିମନ୍ତ ବିଶ୍ୱଶର୍ମା ଭୁବନେଶ୍ୱର ଫେରିଆସି କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ୟ୍ୟକ୍ରମରେ ଯୋଗଦେବେ ଜ୍ଝ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ୟ୍ୟକ୍ରମରେ ଯୋଗଦେବେ ଜ୍ଝ ଆଜି ଏକ ଘରୋଇ ହୋଟେଲରେ ରାତ୍ରି ଯାପନ କରି ଆସନ୍ତାକାଲି ଆସାମ ଫେରିଯିବେ ହିମନ୍ତ ବିଶ୍ୱଶର୍ମା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login