ପୁରୀ : ବିଜେଡି ଇତିହାସ ଶେଷ ହୋଇଯିବ ବୋଲି କହିଲେ ଆସାମ ମୁଖ୍ୟମନ୍ତ୍ରୀ । ପୁରୀରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବଡ ବୟାନ । ଆଗାମୀ ୫୦ ବର୍ଷ ଯାଏଁବିଜେପି ରହିବ , ଏଥିରେ ସନେ୍ଦହ ନାହିଁ ।
୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ । ଆଜି ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଁଚିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପି ସଭାପତି ମନମୋହନ ସାମଲ , ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ବିଧାୟକ ବାବୁ ସିଂ ପ୍ରମୁଖ ସ୍ୱାଗତ କରିଥିଲେ । ଏହା ପରେ ସେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ।
ହିମନ୍ତ ବିଶ୍ୱଶର୍ମା ଭୁବନେଶ୍ୱର ଫେରିଆସି କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ୟ୍ୟକ୍ରମରେ ଯୋଗଦେବେ ଜ୍ଝ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ୟ୍ୟକ୍ରମରେ ଯୋଗଦେବେ ଜ୍ଝ ଆଜି ଏକ ଘରୋଇ ହୋଟେଲରେ ରାତ୍ରି ଯାପନ କରି ଆସନ୍ତାକାଲି ଆସାମ ଫେରିଯିବେ ହିମନ୍ତ ବିଶ୍ୱଶର୍ମା।
ବିଜେଡି ଇତିହାସ ଶେଷ- ଆସାମ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











