ଭୁବନେଶ୍ୱର : ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ବିଜେଡି ଛାଡିବା ନେଇ ଚର୍ଚ୍ଚା । ଭୁବନେଶ୍ୱରରୁ ୫ ଥର ଲୋକସଭାକୁ ନିର୍ବାଚିତ ହୋଇଛନ୍ତି । ପାଟ୍ଟଶାଣୀ ବିଜେପି ସହ ଆଲୋଚନାରେ ଥିବା ଚର୍ଚ୍ଚା । ତେବେ ପାଟ୍ଟଶାଣୀ ନିଜେ ଏ ସମ୍ପର୍କରେ କିଛି ସ୍ପଷ୍ଟ କରିନାହାନ୍ତି। ଚଳିତ ନିର୍ବାଚନରେ ସେ ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ତାଙ୍କୁ ବିଜେଡି ଟିକେଟ ଦେଇନଥିଲା ତେବେ ପାଟ୍ଟଶାଣୀ ନିଜେ ଏ ସମ୍ପର୍କରେ କିଛି ସ୍ପଷ୍ଟ କରିନାହାନ୍ତି। ଚଳିତ ନିର୍ବାଚନରେ ସେ ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ତାଙ୍କୁ ବିଜେଡି ଟିକେଟ ଦେଇନଥିଲା
Views: 59