The Ultimate Managed Hosting Platform
ADVERTISEMENT

ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା । ସେ ନିଜର ଇସ୍ତଫାପତ୍ର ଦଳ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଏନେଇ ସେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ସିମୁଳିଆ ଓ ଖଇରାବାସୀଙ୍କ ସେବାରେ ନିଜକୁ ନିୟୋଜିତ କରିବି। ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିଲେ। କିନ୍ତୁ ଦଳ ଏଥର ତାଙ୍କୁ ଟିକେଟ ନଦେବା କାରଣରୁ ସେ ଅସନ୍ତୁଷ୍ଟ ଥିଲେ। ଏହାଛଡ଼ା ଦଳରେ ଅଣଦେଖା ଏକ କାରଣ ବି କୁହାଯାଉଛି। ଏବେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସେ। ହେଲେ ଏବେ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କେଉଁ ଦଳରେ ଯୋଗ ଦେବେ, ତାହା ଉପରେ ରହିଛି ସମସ୍ତଙ୍କ ନଜର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...

ADVERTISEMENT

Login