May 19, 2024 7:27 am

The Ultimate Managed Hosting Platform
ADVERTISEMENT

ବିଜେଡି ନିର୍ବାଚନୀ ଇସ୍ତାହାର ପାଇଁ ଲୋକଙ୍କ ମତାମତ ଲୋଡିଲେ ଭିକେ ପାଣ୍ଡିଆନ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡି ପ୍ରସ୍ତୁତ କରୁଛି ନିର୍ବାଚନୀ ଇସ୍ତାହାର । ଏଥିପାଇଁ ଲୋକଙ୍କ ମତାମତ ଲୋଡିଛି ଦଳ । ସୋସିଆଲ ମିଡିଆରେ ମତାମତ ଲୋଡିଛନ୍ତି ଭିକେ ପାଣ୍ଡିଆନ । ବିଜେଡିର ରଣନୀତିଜ୍ଞ ପାଣ୍ଡିଆନ କହିଛନ୍ତି କି , ଏହି ସରକାର ଲୋକମାନଙ୍କର ସରକାର । ଜନତାଙ୍କ ମତାମତକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ଆସିଛନ୍ତି । ନିର୍ବାଚନୀ ଇସ୍ତାହାରରେ ଓଡିଶାବାସୀଙ୍କ ପ୍ରତିଟି ମତାମତକୁ ଗୁରୁତ୍ୱ ଦିଆଯିବ ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login