The Ultimate Managed Hosting Platform
ADVERTISEMENT

ବିଜେଡି ପକ୍ଷରୁ ବଳଙ୍ଗା ଥାନା ଘେରାଉ , କର୍ମୀ-ପୋଲିସ ଧସ୍ତାଧସ୍ତି

Facebook
Twitter
LinkedIn

ବଳଙ୍ଗା : ବିଜେଡି ପକ୍ଷରୁ ବଳଙ୍ଗା ଥାନା ଘେରାଉ । ଥାନା ଘେରାଉ ବେଳେ ବିଜେଡି କର୍ମୀ-ପୋଲିସ ଧସ୍ତାଧସ୍ତି । ଥାନା ଭିତରକୁ ଧସେଇ ପଶିବାକୁ ବିଜେଡି ନେତା, କର୍ମୀଙ୍କ ଉଦ୍ୟମ । ଘଟଣାରେ ପୋଲିସ କାହାକୁ ଧରିପାରି ନ ଥିବାରୁ ଉତ୍ତେଜନା ସ୍ଥିତି । ଗତକାଲି ନାବାଳିକାଙ୍କୁ ରାସ୍ତା କଡ଼ରେ ଏକ ନିଛାଟିଆ ସ୍ଥାନରେ ପେଟ୍ରୋଲ ପକାଇ ଜାଳି ଦେଇଥିଲେ ଦୁର୍ବୃତ୍ତ । ୩ ଜଣ ବାଇକରେ ଆସି ନାବାଳିକାଙ୍କୁ ଜିଅନ୍ତା ଜାଳି ହତ୍ୟା ଉଦ୍ୟମ ପରେ ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି ନାବାଳିକା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଶରୀରର ୭୦ ପ୍ରତିଶତ ଜଳି ଯାଇଛି । ଗତକାଲି ତାଙ୍କ ବୟାନ ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login