The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ। ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ । ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଶଙ୍ଖ ଭବନରେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି। ଏପ୍ରିଲ ୧୯ରେ ହେବ ସଭାପତିଙ୍କ ନାମ ଘୋଷଣା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
“ମନ୍ କି ବାତ୍” କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କ ସହ ଯୋଡି ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦୀଙ୍କ କଡା ଚେତାବନୀ ; ପାକିସ୍ତାନ ଗୁଳି ଫୁଟାଇଲେ ଭାରତ ଗୋଳା ମାଡ କରିବ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ କଡା ଚେତାବନୀ । ସାମରିକ ଲକ୍ଷ୍ୟ ପୂରଣ ହୋଇଛି କହିଲେ ମୋଦି । ଅପରେସନ ସିନ୍ଦୂରରେ ୩ଟି ଲକ୍ଷ୍ୟ ପୂରଣ ।...