The Ultimate Managed Hosting Platform
ADVERTISEMENT

ବିଜେପିରେ ଅନୁରାଧା ପଡୱାଲ

Facebook
Twitter
LinkedIn

ନୂଆଦିଲ୍ଲୀ : ବିଜେପିରେ ମିଶିଲେ ଅନୁରାଧା ପଡୱାଲ । ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ । ବିଜେପିରେ ସାମିଲ ପରେ ଖୁସିବ୍ୟକ୍ତ କରିବା ସହ ଭାଗ୍ୟବାନ କହିଲେ । ଅନୁରାଧା ପଡୱାଲ ଜଣେ ପସିଦ୍ଧ କଣ୍ଠଶିଳ୍ପୀ । ସେ ୯୦ ଦଶକରେ ଭଜନ ଗାଇ ବେଶ ଲୋକପ୍ରିୟ ହୋଇଥିଲେ । ଏବେ ସେ ୬୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୬୯ ମସିହାରେ ଅରୁଣ ପଡୱାଲଙ୍କୁ ବିବାହ କରିଥିଲେ । ଅରୁଣ ପଡୱାଲ ଏସଡି ବର୍ମନଙ୍କ ନିକଟରେ ସହଯୋଗୀ ସଂଗୀତ ସଂଯୋଜକ ଭାବେ କାମ କରୁଥିଲେ । ଅନୁରାଧାଙ୍କୁ ଗୋଟିଏ ପୁଅ ଓ ଗୋଟିଏ ଝିଅ । ହେଲେ କିଛି ବର୍ଷ ପୂର୍ବରୁ ତାଙ୍କ ପୁଅଙ୍କର ମୃତ୍ୟୁ ହୋଇଥିଲା । ଏହାସହ ୧୯୯୧ ମସିହାରେ ଅରୁଣ ପଡୱାଲଙ୍କର ମଧ୍ୟ ମୃତ୍ୟୁ ହୋଇସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login