The Ultimate Managed Hosting Platform
ADVERTISEMENT

ବିଜେପିରେ ମିଶିବେ ରାଜୁ ଦାସ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିରେ ମିଶିବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ । ତେବେ ଧାମନଗର ଉପ-ନିର୍ବାଚନରେ ଟିକେଟ ନ ମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ପରାଜିତ ହୋଇଥିଲେ । ଦଳ ବିରୋଧୀ କାର୍ୟ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ ରାଜୁ ଦାସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login