The Ultimate Managed Hosting Platform
ADVERTISEMENT

ବିଜେପିରେ ସାମିଲ ହେଲେ ରୂପାଲି ଗାଙ୍ଗୁଲି

Facebook
Twitter
LinkedIn

ନୂଆଦିଲ୍ଲୀ : ଲୋକପ୍ରିୟ ଅଭିନେତ୍ରୀ ରୂପାଲି ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି ମାରିଛନ୍ତି । ରୂପାଲି ବିଜେପିରେ ସାମିଲ ହୋଇଛନ୍ତି । ଲୋକପ୍ରିୟ ସିରିଏଲ ଅନୁପମାର ମୁଖ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି ରୂପାଲି ଗାଙ୍ଗୁଲି । ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚି ରୂପାଲି ଦଳର ସଦସ୍ୟତା ଗ୍ରହଣ କରିଛନ୍ତି । ବିଜେପିରେ ସାମିଲ ହେବା ସହ ରୂପାଲି କହିଛନ୍ତି, ବିକାଶର ମହାଯଜ୍ଞ ଦେଖିବା ପରେ ମୋତେ ଅନୁଭବ ହେଲା ଯେ ଏଥିରେ ସାମିଲ ହେବା ଆବଶ୍ୟକ । ମୋତେ ସମସ୍ତଙ୍କର ଆଶୀର୍ବାଦ ଆବଶ୍ୟକ । ଯାହା ବି କରିବି ତାହା ଠିକ୍ ଓ ଭଲ ହେଉ ବୋଲି ରୂପାଲି କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login