The Ultimate Managed Hosting Platform
ADVERTISEMENT

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର :ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ । ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗରେ ଆଲୋଚନା । ପ୍ରଭାରୀ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ ।
୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ନୂଆ ଟିମ୍ ଗଠନ କରିପାରନ୍ତି ନୂଆ ସଭାପତି ମନମୋହନ ସାମଲ । କିଛି ଦିନ ତଳେ ଦିଲ୍ଲୀରେ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଥିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦଳକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଲାଗି ଦୁର୍ବଳ ସ୍ଥାନଗୁଡିକରେ ଅଭିଜ୍ଞ ଏବଂ ବରିଷ୍ଠ ନେତୃତ୍ୱଙ୍କୁ ଦାୟିତ୍ୱ ଦିଆଯାଇପାରେ । ୨୦୧୯ ପରେ ରାଜ୍ୟରେ ହୋଇଥିବା ୮ଟି ଉପ-ନିର୍ବାଚ୍ଚନରୁ ୭ଟିରେ ବିଜେପି ହାରିଥିବାରୁ, ଦଳୀୟ ସଂଗଠନକୁ ଆମୂଳଚୁଳ ପରିବର୍ତନ କରିପାରନ୍ତି ମନମୋହନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login