The Ultimate Managed Hosting Platform
ADVERTISEMENT

ବିଜେବି କଲେଜ ଛାତ୍ରଙ୍କୁ ଆକ୍ରମଣ ଘଟଣା: ଆଉ ୪ ଅଣଛାତ୍ର ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ ୪ ଅଣଛାତ୍ର ଗିରଫ। ଏମାନଙ୍କୁ ମିଶାଇ ମୋଟ ଗିରଫ ଦାରି ସଂଖ୍ୟା ୮ରେ ପହଁଚିଛି। ଗିରଫଙ୍କ ଠାରୁ ଛୁରୀ, ଷ୍ଟମ୍ପ ଓ ବ୍ୟାଟ ଜବତ କରିଛି ପୋଲିସ। ପୂର୍ବରୁ ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଥିଲା। ଅନ୍ୟ ଆକ୍ରମଣକାରୀଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଶନିବାର ସକାଳେ ଆମ୍ବେଦକର ହଷ୍ଟେଲର କିଛି ଛାତ୍ର କଲେଜ ପଡ଼ିଆକୁ କ୍ରିକେଟ୍ ଖେଳିବା ପାଇଁ ଯାଇଥିଲେ। ସେଠାରେ ହଷ୍ଟେଲ ଛାତ୍ରଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ ୧୫ରୁ ଅଧିକ ଅଣଛାତ୍ର । ଏଥିରେ ୩ ଛାତ୍ରଙ୍କ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଗତ ୨ମାସରେ ବିଜେବି କଲେଜରେ ୨ଥର ଛାତ୍ରଙ୍କ ଉପରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ଅଣଛାତ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login