The Ultimate Managed Hosting Platform
ADVERTISEMENT

ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ

Facebook
Twitter
LinkedIn

ଭୁବନେଶ୍ୱର : ଅଶାନ୍ତ ହେଉଛି କ୍ୟାପିଟାଲ କ୍ୟାମ୍ପସ । ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ । କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ । ଛୁରାମାଡରେ ବିଜେବି କଲେଜର ୩ ଛାତ୍ର ଆହତ । ଆହତ ଛାତ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । କଲେଜ ପଡିଆରେ ଖେଳିବାକୁ ନେଇ ଛାତ୍ର -ଅଣଛାତ୍ର ଗଣ୍ଡଗୋଳ ।

ଦୁର୍ଘଟଣାରେ ବାପ-ପୁଅ ମୃତ, ଭଣଜା ଗୁରୁତର
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login