The Ultimate Managed Hosting Platform
ADVERTISEMENT

ବିଦା ହେଲେ ୬ ରାଜସ୍ୱ କର୍ମଚାରୀ

Facebook
Twitter
LinkedIn

ନୟାଗଡ଼ : ବେଆଇନ ଖଣି ଖନନ ମାମଲାରେ ନୟାଗଡ଼ ଜିଲ୍ଲାପାଳଙ୍କ ବଡ଼ କାର୍ୟ୍ୟାନୁଷ୍ଠାନ । ରାଜସ୍ବ ବିଭାଗର ୬ ଜଣ କର୍ମଚାରୀଙ୍କୁ ନିଲମ୍ବନ କଲେ ନୟାଗଡ଼ ଜିଲ୍ଲାପାଳ । ନିଲମ୍ବିତଙ୍କ ମଧ୍ୟରେ ଅଛନ୍ତି ୨ଜଣ ଆରଆଇ, ୨ଜଣ ସେକ୍ସନ ଅଫିସର, ଜଣେ ସୁପର ଭାଇଜର ଏବଂ ଜଣେ କନିଷ୍ଠ ରାଜସ୍ୱ ସହାୟକ । ଖଣ୍ଡପଡ଼ା ତହସିଲରେ କାର୍ୟ୍ୟରତ ସେକ୍ସନ ଅଫିସର ଏମଡି ସୁଲତାନ ହକଙ୍କୁ ନିଲମ୍ବନ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ୟ୍ୟରତ କନିଷ୍ଠ ରାଜସ୍ୱ ସହାୟକ ଅରୁଣ କୁମାର ସେଠୀ, ରଣପୁର ତହସିଲର ରାଜସ୍ୱ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ରଣପୁର ତହସିଲର ଚନ୍ଦ୍ରଶେଖର ନନ୍ଦଙ୍କୁ ଆଜି ଜିଲ୍ଲାପାଳ ସସ୍ପେଣ୍ଡ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login