The Ultimate Managed Hosting Platform
ADVERTISEMENT

ବିଦ୍ୟୁତ ଆଘାତରେ ମାଆ , ପୁଅ ମୃତ

Facebook
Twitter
LinkedIn

ସୋର : ବିଦ୍ୟୁତ ଆଘାତରେ ମାଆ, ପୁଅ ମୃତ । ଖଇରାଥାନା ମହତିପୁର ପଞ୍ଚାୟତ ନାହୁଲ ଗାଁରେ ଅଘଟଣ । ଛିଣ୍ଡି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ । ଘର ନିର୍ମାଣ ପାଇଁ ରଖିଥିବା ଲୁହା ରଡ୍ ଉପରେ ତାର ଛିଡି ପଡିଥିଲା । କିପରି ବିଦ୍ୟୁତ ସର୍ଭିସ ତାର ଛିଡି ପଡିଥିଲା ସ୍ପଷ୍ଟ ହୋଇପାରିନି । ଗଛରେ ପାଣି ଦେଉଥିଲାବେଳେ ବିଦ୍ୟୁତ୍ ଆଘାତରେ ଗୁରୁତର ଅଵସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ଡ଼ାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ଝାଡଖଣ୍ଡ : ଝାଡ଼ଖଣ୍ଡ ସରକାରଙ୍କ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ ଗୁରୁତର ଆହତ । ଗତକାଲି ରାତିରେ ବାସଭବନରେ ମନ୍ତ୍ରୀ ବାଥରୁମରେ ପଡିଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ...

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ...

Login