The Ultimate Managed Hosting Platform
ADVERTISEMENT

ବିଦ୍ୟୁତ କାଟ ହେବନି : କେଭି ସିଂହଦେଓ

Facebook
Twitter
LinkedIn

ଭୁବନେଶ୍ୱର : ବିଦ୍ୟୁତ କାଟ ନ କରିବାକୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ନିଦେ୍ର୍ଦଶ ।ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ କାଟ ନ କରିବାକୁ ଦେଲେ ନିଦେ୍ର୍ଦଶ । ବକେୟା ବିଲ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ ହେବନି । କିନ୍ତୁ ଉପଭୋକ୍ତାଙ୍କୁ ବକେୟା ବିଲ ପୈଠ କରିବାକୁ ପଡିବ । କାଳବୈଶାଖୀରେ ବିଦୁ୍ୟତ ସେବା ବ୍ୟାହତ ହେଉଥିଲେ ବି ସମାଧାନ ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login