ବରଗଡ : ବିଲରେ ଛିଡି ପଡିଥିଲା ବିଦ୍ୟୁତ ତାର । ତାର ସଂସ୍ପର୍ଶରେ ଆସି ଚାଷୀଙ୍କର ଚାଲିଗଲା ଜୀବନ । ପାଇକମାଳ ବୁକୁରାମୁଣ୍ଡା ପାଖରେ ଘଟିଛି ଅଘଟଣ । ବିଲରେ କୀଟନାଶକ ପକାଇଲା ବେଳେ ବିଦ୍ୟୁତ ତାର ଲାଗି ଗଲା ଜୀବନ । ଚାଷୀଙ୍କୁ ମୃତ ଘୋଷଣା କଲେ ବୁକୁରାମୁଣ୍ଡା ହସ୍ପିଟାଲ ଡାକ୍ତର ।
Views: 67

ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...