The Ultimate Managed Hosting Platform
ADVERTISEMENT

ବିଦ୍ୟୁତ ସର୍ଟ ସର୍କିଟରୁ ଜଳିଗଲା ଘର

Facebook
Twitter
LinkedIn

ହରଭଙ୍ଗା : ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଜଳିଗଲା ଘର । ଗାଁର ହରି ବେହେରାଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ବୌଦ୍ଧ ହରଭଙ୍ଗା ଥାନା ଅନ୍ତର୍ଗତ ଧୂଙ୍ଗିଆମୁଣ୍ଡା ଗାଁରେ ଅଗ୍ନିକାଣ୍ଡ ହୋଇଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ଲୋକ । କିନ୍ତୁ ସବୁ ଆସବାବପତ୍ର ଓ ବର୍ଷକ ପାଇଁ ଅମଳ ହୋଇ ରହିଥିବା ଧାନ ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନିଷ୍ଟ ହୋଇଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login