The Ultimate Managed Hosting Platform
ADVERTISEMENT

ବିଧାନସଭା ଅଧିବେଶନ ; ୮ କଲେଜରୁ ଆସିଛି ଯୈ÷ାନ ନିର୍ଯ୍ୟାତନା ଅଭିଯୋଗ

Facebook
Twitter
LinkedIn

ଭୁବନେଶ୍ୱର : ୮ଟି କଲେଜରୁ ଆସିଛି ଛାତ୍ରୀ ଯୈ÷ାନ ନିର୍ଯ୍ୟାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର । ରାଉରକେଲା ସ୍ୱୟଂଶାସିତ କେଲେଜରୁ ୩ ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱବିଦ୍ୟାଳୟ ଓ ଯାଜପୁର ବାଲିଆ କଲେଜରୁ ଗୋଟିଏ ଅଭିଯୋଗ । ଅନୁଗୁଳ, ବରଗଡ, ଟିଟିଲାଗଡରୁ ଗୋଟିଏ ଲେଖାଏଁ ଅଭିଯୋଗ । ବାଲେଶ୍ୱର ଏଫଏମ କଲେଜରୁ ବି ଗୋଟିଏ ଅଭିଯୋଗ ଆସିଛି । ୭ଟି ଘଟଣାପେ ଅଧ୍ୟାପକଙ୍କ ବିରୋଧରେ ଯୈ÷ାନ ନିର୍ଯ୍ୟାତନା ଅଭିଯୋଗ । ଗୋଟିଏ କଲେଜରୁ ରାଗିଂ ଅଭିଯୋଗ ଆଣିଛନ୍ତି ଛାତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login