The Ultimate Managed Hosting Platform
ADVERTISEMENT

ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୮ ଲୋକସଭା ଓ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର । ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ଭବାନୀପାଟଣାରୁ ପ୍ରାର୍ଥୀ ହୋଇଛନ୍ତି ସାଗର ଚରଣ ଦାସ । ସେହିଭଳି ସାନଖେମୁଣ୍ଡିରୁ ରମେଶ ଜେନା ପୁଣିଥରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ବେଳେ ବିଜୟ ପଟ୍ଟନାୟକଙ୍କୁ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଛି କଂଗ୍ରେସ । ତାରା ବାହିନୀପତିଙ୍କୁ ଜୟପୁର ଆସନରୁ ଦଳ ପ୍ରାର୍ଥୀ କରିଥିବା ବେଳେ ହକି ତାରକା ପ୍ରବୋଧ ତୀର୍କିଙ୍କୁ ତଳସରାରୁ ଦଳ ମୈଦାନକୁ ଓହ୍ଲାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login