The Ultimate Managed Hosting Platform
ADVERTISEMENT

ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପ୍ରସ୍ତାବ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପି ବିଧାୟକଦଳ ବୈଠକରେ ବଡ ନିଷ୍ପତ୍ତି । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ପ୍ରସ୍ତାବ ଦେଲେ ସମସ୍ତ ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ଦେଲେ ପ୍ରସ୍ତାବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ନିକଟରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ । ଏହି ଅର୍ଥକୁ ଓଡ଼ିଶାଙ୍କ ଗରିବ ଲୋକଙ୍କ ବିକାଶ କାର୍ୟ୍ୟରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login