The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିବାହ ପରେ ପ୍ରଥମ ଫିଲ୍ମରେ ଏକାଠି ନଜର ଆସିବେ କିଆରା ଓ ସିଦ୍ଧାର୍ଥ

Facebook
Twitter
LinkedIn

ମୁମ୍ବାଇ : ବଲିଉଡର ଚର୍ଚ୍ଚିତ ଯୋଡ଼ି ମଧ୍ୟରୁ କିଆରା ଆଡଓ୍ଵାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରା ଅନ୍ୟତମ । ଚଳିତ ବର୍ଷ ଫେବୃଆରୀ ମାସରେ ଦୁଇ ଜଣ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ଏହି ଦୁଇ ଜଣଙ୍କ ବିବାହରେ ଖୁବ ଖୁସି ଥିଲେ ପ୍ରଶଂସକ । ଏହି ଯୋଡ଼ିଙ୍କୁ ପୁଣି ଥରେ ପରଦାରେ ଦେଖିବା ପାଇଁ ଫ୍ୟାନ୍ସମାନେ ଆଗ୍ରହ ପ୍ରକାଶ କରିଥିଲେ । ‘ଶେରଶାହା’ ଚଳଚ୍ଚିତ୍ରରେ ଏହି ଦୁଇ ଜଣଙ୍କ କେମେଷ୍ଟ୍ରିକୁ ଖୁବ ପସନ୍ଦ କରିଥିଲେ ଦର୍ଶକ । ତେବେ ଫ୍ୟାନ୍ସ ମାନଙ୍କୁ ଏହି ଯୋଡ଼ିଙ୍କୁ ଚଳଚ୍ଚିତ୍ରରେ ଦେଖିବା ପାଇଁ ଆଉ ଅପେକ୍ଷା କରିବାକୁ ପଡ଼ିବ ନାହିଁ । କିଆରା ଏବଂ ସିଦ୍ଧାର୍ଥ ବିବାହ ପରେ ବଲିଉଡର ନିଜର ପ୍ରଥମ ଚଳଚ୍ଚିତ୍ରର ସୁଟିଙ୍ଗ ଆରମ୍ଭ କରିବା ପାଇଁ ପ୍ରସ୍ତୁତ ହୋଇଛନ୍ତି । ଏହି ଚଳଚ୍ଚିତ୍ର ଶଶାଙ୍କ ଖେତାନଙ୍କ ରୋମାଣ୍ଟିକ କମେଡି ଫିଲ୍ମ ହେବ ବୋଲି ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login