ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସହ ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା । ଜୟଦେବ ବିହାର ଏବଂ ଆଚାର୍ଯ୍ୟ ବିହାରରେ କୁଆ ପଥର ବର୍ଷା । ସିଆରପି ଛକ ଏବଂ ଘାଟିକିଆରେ ମଧ୍ୟ କୁଆ ପଥର ବର୍ଷା ଜାରି । ବଲାଙ୍ଗୀର , ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ। … Continue reading ବିଭିନ୍ନ ସ୍ଥାନରେ କୁଆ ପଥର ବର୍ଷା
Copy and paste this URL into your WordPress site to embed
Copy and paste this code into your site to embed