The Ultimate Managed Hosting Platform
ADVERTISEMENT

ବିରୋଧୀଙ୍କୁ ନବୀନଙ୍କ ଜବାବ ; କହିଲେ ମିଛ କହିବାର ସୀମା ଥାଏ , ମୁଁ ସମ୍ପୁର୍ଣ୍ଣ ଫିଟ ଅଛି

Facebook
Twitter
LinkedIn

ଭୁବନେଶ୍ୱର : ବିରୋଧୀଙ୍କୁ ନବୀନଙ୍କ ଟାର୍ଗେଟ । ତୃତୀୟ ପର୍ୟ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ ଟାର୍ଗେଟ କରିଛନ୍ତି । ନିର୍ବାଚନୀ ସଭାରେ ଯୋଗ ଦେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ସୀମା ଥାଏ । ବିଜେପି ମିଛ କହିବାର ସୀମା ଟପିଯାଇଛି । ମୁଁ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛି ଏବଂ ମାସେ ହେବ ରାଜ୍ୟବ୍ୟାପୀ ପ୍ରଚାର କରୁଛି । ଏଭଳି କହି ବିଜେପିକୁ କଡା ଜବାବ ଦେଇଛନ୍ତି ନବୀନ । ଏହାପୂର୍ବରୁ ବିଜେପିର ଉଭୟ ରାଜ୍ୟ ଓ କେନ୍ଦ୍ରୀୟ ନେତୃତ୍ୱ ନବୀନଙ୍କ ସ୍ୱାସ୍ଥ୍ର୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଉଥିଲେ । ଏପରିକି ନବୀନ ବିଶ୍ରାମ ନିଅନ୍ତୁ ବୋଲି ବିଭିନ୍ନ ସଭାରେ କହୁଥିଲେ । ଯାହାର କଡା ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login