The Ultimate Managed Hosting Platform
ADVERTISEMENT

ବିଲକୁ ଖସିଲା ବସ୍ : ୩ ଆହତ

Facebook
Twitter
LinkedIn

ବାରିପଦା : ବିଲ ଭିତରକୁ ପଶିଗଲା ଯାତ୍ରୀବାହୀ ବସ । ୩ ଜଣ ଆହତ ।ଏନଏଚ-୧୮ର ରାଗଦା ଛକରେ ଭାରସାମ୍ୟ ହରାଇ ରାସ୍ତାରୁ ଖସିଲା । ବସଟି ଅମର୍ଦ୍ଦାରୁ ବାରିପଦା ଆସୁଥିଲା । ବସରେ ୩୦ରୁ ଉଦ୍ଧ୍ୱର୍ ଯାତ୍ରୀ ଥିଲେ । ସୂଚନା ମୁତାବକ ଓଆର-୧୧କେ- ୩୪୫୧ ନମ୍ବର ବିଶିଷ୍ଟ ଶ୍ରୀଜଗନ୍ନାଥ ନାମକ ଏକ ଘରୋଇ ବସ ରାସଗୋବିନ୍ଦପୁର ଷ୍ଟେସନ ଅମର୍ଦାରୁ ଦାନ୍ତିଆମୁହାଁ ହୋଇ ବାରିପଦା ଆସୁଥିଲା। ତେବେ ରାଗ୍ଧା କଲେଜଛକରୁ ବସ ଛାଡିବାର ଅନତି ଦୂରରେ କୌଣସି କାରଣରୁ ବସ ଉପରୁ ଚାଳକ ନିୟନ୍ତ୍ରଣ ହରାଇ ବସିବାରୁ ଭାରସାମ୍ୟ ହରାଇ ବସଟି ଜାତୀୟ ରାଜପଥରୁ ପ୍ରାୟ ୭୦ଫୁଟ ତଳକୁ ଖସି ଏକ ପାଣି ନାଳ ଭିତରେ ପଶି ଅଟକି ଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

ADVERTISEMENT
ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

Login