The Ultimate Managed Hosting Platform
ADVERTISEMENT

ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ, ପୁରୀ : ସମ୍ବିତ

Facebook
Twitter
LinkedIn

ଭୁବନେଶ୍ୱର : ଦୀଘାରେ “ଜଗନ୍ନାଥ ଧାମ” ନାଁ ବିବାଦ ପ୍ରସଙ୍ଗ । ମୁଁ ଦୃଢ ପ୍ରତିବାଦ କରୁଛି କହିଲେ ପୁରୀ ସାଂସଦ ସମ୍ବିତ ପାତ୍ର । ସାରା ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ ରହିଛି । ଅନ୍ୟ କୈାଣସି ସ୍ଥାନକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ବିଶ୍ୱରେ ୪ ଧାମ ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ଜଗନ୍ନାଥ ଧାମ ପୁରୀ ।
ତେବେ ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଦିନ ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତତନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା କରାଯାଉ। କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଉ ବୋଲି ସେ ଏକ ଚିଠି ଲେଖିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login