The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିଷଧର ସାପ କାମୁଡାରେ ୩ ଛାତ୍ରଛାତ୍ରୀ ମୃତ

Facebook
Twitter
LinkedIn

କେନ୍ଦୁଝର : ସାପ କାମୁଡାରେ ୩ ଛାତ୍ରଛାତ୍ରୀ ମୃତ । ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଅଘଟଣ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ ସାପ କାମୁଡିଥିଲା । ମୃତକଙ୍କ ମଧ୍ୟରେ ୨ ଛାତ୍ରୀ ଓ ଜଣେ ଛାତ୍ର ସୂଚନା । ଅନ୍ୟ ଜଣେ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର । ମୃତ ଛାତ୍ରଛାତ୍ରୀ ତୃତୀୟ ଓ ଚତୁର୍ଥ ଶ୍ରେଣୀର ବୋଲି ଜଣାପଡ଼ିଛି । ଖବର ପାଇ ପରିବାର ଲୋକେ ହସ୍ପିଟାଲରେ ପହଞ୍ଚିଛନ୍ତି । ତେବେ ନିଶ୍ଚିନ୍ତପୁର ଅଞ୍ଚଳରେ ଥିବା ଏକ ପ୍ରାଇଭେଟ କୋଚିଂ ସେଣ୍ଟରରେ ରହୁଥିବା ଏହି ଛାତ୍ରଛାତ୍ରୀ ତଳେ ମଶିଣା ପକାଇ ଶୋଇଥିବାବେଳେ ସାପ କାମୁଡ଼ିଥିବା ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login