ଭୁବନେଶ୍ୱର : ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ୟ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର ପୁନରୁଦ୍ଧାର ବିସୟରେ ଆଲୋଚନା ହୋଇଥିଲା । ପ୍ରଧାନମନ୍ତ୍ରୀଙ୍କ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ହେବା ଆହ୍ୱାନରେ ଅନୁପ୍ରାଣିତ ହୋଇ ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଓଡ଼ିଶା କ୍ଲଷ୍ଟର ପଦ୍ଧତି ମାଧ୍ୟମରେ ରାଜ୍ୟରେ ହରଡ଼, କଳା ଚଣା ଏବଂ ଅନ୍ୟାନ୍ୟ ଡାଲି ଜାତୀୟ ଫସଲ ଚାଷକୁ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନେଇଛି । ଉପମୁଖ୍ୟମନ୍ତ୍ରୀ ଏହି ବିକଶିତ ହରଡ଼ କିସମ ସହିତ ଡଙ୍ଗରରାଣୀ ଏବଂ କାନ୍ଦୁଲ ଭଳି ପାରମ୍ପରିକ କିସମ ମଧ୍ୟ ଚାଷ କରିବାକୁ ପରାମର୍ଶ ଦେଇଛନ୍ତି । ଯାହା ଏବେ ଓଡ଼ିଶା ରାଜ୍ୟ ବିହନ ନିଗମ ଲିମିଟେଡ୍ ଦ୍ୱାରା ବିଲୁପ୍ତ ପ୍ରାୟ କିସମ ବର୍ଗରେ ଆସୁଅଛି । ଡାଲିରେ ଆତ୍ମନିର୍ଭର ଅଧୀନରେ ଓଡ଼ିଶା ଏକ ‘ବିହନ କେନ୍ଦ୍ର’ ହେବା ଉଚିତ ବୋଲି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି ।
ବିହନ ହବ ହେବ ଓଡିଶା ; ଉପମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







