The Ultimate Managed Hosting Platform
ADVERTISEMENT

ବିହାର ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା

Facebook
Twitter
LinkedIn

ବିହାର : ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ । ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟରେ ପ୍ରାର୍ଥୀ ଦେଲା ଜେଡିୟୁ । ଦଳର କାର୍ୟ୍ୟକାରୀ ସଭାପତି ସଞ୍ଜୟ ଝା କହିଛନ୍ତି ଯେ, ଏନଡିଏ ସମ୍ପୂର୍ଣ୍ଣ ଏକଜୁଟ ଏବଂ ବିହାରର ବିକାଶ ପ୍ରସଙ୍ଗରେ ନିର୍ବାଚନ ଲଢ଼ିବ । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆସନ୍ତାକାଲି ତାଙ୍କର ପ୍ରଚାର ଆରମ୍ଭ କରିବେ । ସେ ପ୍ରଥମ ପର୍ୟ୍ୟାୟରେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲରେ ମଧ୍ୟ ଯୋଗ ଦେବେ ଏବଂ କୋସୀ ଅଞ୍ଚଳରେ କ୍ୟାମ୍ପ କରିବା ସମୟରେ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିବେ । ପ୍ରଥମ ଥର ପାଇଁ ଜେଡିୟୁ ଦ୍ୱାରା ଜାରି ହୋଇଥିବା ତାଲିକାରେ ୪ ଜଣ ମହିଳାଙ୍କୁ ସାମିଲ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login