The Ultimate Managed Hosting Platform
ADVERTISEMENT

ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ ; କହିଲେ, ସ୍କୁଲ ଓ ବସଷ୍ଟାଣ୍ଡରୁ ହଟାଅ ବୁଲା କୁକୁର

Facebook
Twitter
LinkedIn

ଭୁବନେଶ୍ୱର : ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ । ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସଷ୍ଟାଣ୍ଡରୁ ବୁଲା କୁକୁରଙ୍କୁ ହଟାଇବାକୁ ନିଦେ୍ର୍ଦଶ । ବୁଲା କୁକୁରଙ୍କୁ ହଟାଇ ଆଶ୍ରୟସ୍ଥଳକୁ ନେବାକୁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ । ମାମଲାର ଶୁଣାଣି କରି ୩ ଜଣିଆ ଖଣ୍ଡପୀଠଙ୍କ ନିଦେ୍ର୍ଦଶ । ଏନଏଚ ଓ ଏକ୍ସପ୍ରେସୱେରୁ ମଧ୍ୟ ଗୋରୁଙ୍କୁ ହଟାଇବାକୁ ଏନଏଚଏଆଇକୁ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login