The Ultimate Managed Hosting Platform
ADVERTISEMENT

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

Facebook
Twitter
LinkedIn

ପୁରୀ: ପୁରୀ ସମୁଦ୍ର ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବଳିଆପଣ୍ଡା ଥାନା ଲାଇଟ ହାଉସ ନିକଟ ବେଳାଭୂମିରୁ ଉଦ୍ଧାର ହୋଇଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳି ପାରିନାହିଁ । ଶବକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଅନ୍ୟପଟେ ପୋଲିସ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login