The Ultimate Managed Hosting Platform
ADVERTISEMENT

ବୌଦ୍ଧ ଏନ୍‌ଏସିରେ ୧୬ଟି ଆସନ କବ୍‌ଜା କଲା ବିଜେଡି

Facebook
Twitter
LinkedIn

ବୌଦ୍ଧ : ଆଜି ପୌର ଫଇସଲା । ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟ ଗଣତି ଶେଷ । ୧୭ଟି ଆସନରେ ମଧ୍ୟରୁ ବିଜେଡି ୧୬ଟି ବିଜୟୀ ହୋଇଥିବା ବେଳେ ବିଜେପି ଗୋଟିଏ ଆସନରେ ବିଜୟୀ ହୋଇଛି ।

ସେହିପରି ବିଜେଡି ଖାତାକୁ ଯାଇଛି ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦ । ବିଜେଡି ମୃତ୍ୟୁଞ୍ଜୟ ମିଶ୍ର ୧୩୪୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ୪୮୮୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୩୦୦୦ ଭୋଟ ପାଇଛନ୍ତି । ବାକି କଂଗ୍ରେସ ୩୫୪୧ ଖଣ୍ଡ ଭୋଟ ପାଇଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ୧୧୭ ଖଣ୍ଡ ଭୋଟ ପାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login