The Ultimate Managed Hosting Platform
ADVERTISEMENT

ବ୍ରିଜ ତଳୁ ମୃତଦେହ ଉଦ୍ଧାର

Facebook
Twitter
LinkedIn

ଅନୁଗୁଳ : ବ୍ରିଜ ତଳୁ ମୃତଦେହ ଉଦ୍ଧାର । ଅନୁଗୁଳ ଜିଲ୍ଲା ଠାକୁରଗଡ଼ରୁ ଅନ୍ତୁଳିଆ ରାସ୍ତାରେ ଥିବା ହାତିଗଞ୍ଜ ବ୍ରିଜ ତଳୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ଅସ୍ତରଙ୍ଗପୁର ଗାଁର ସଞ୍ଜୟ ସ୍ୱାଇଁ ବୋଲି ଜଣା ପଡ଼ିଛି । ପରିବାର ଲୋକ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରୁଥିବା ବେଳେ ଏହା ଏକ ଦୁର୍ଘଟଣା ବୋଲି ମଧ୍ୟ ସ୍ଥାନୀୟ ଲୋକ ସନ୍ଦେହ କରୁଛନ୍ତି । ଖବର ପାଇ ଠାକୁରଗଡ଼ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login