ଭୁବନେଶ୍ୱର : ପଞ୍ଚାୟତ ପ୍ରତିନିଧି କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ । ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ ପ୍ରଦର୍ଶନ । ୨ଟି ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ , ଗାନ୍ଧି ମାର୍ଗରେ ଖଣ୍ଡଯୁଦ୍ଧ ସ୍ଥିତି । ବିଧାନସଭା ଆଡକୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ବିକ୍ଷୋଭକାରୀଙ୍କ ଉପରକୁ ପୋଲିସର ପାଣି ମାଡ । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗାଁ ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଘେରାଉ କରିଛି ଦଳ । ପଞ୍ଚାୟତ ସମିତି ଆଇନକୁ କ୍ଷୁଣ୍ଣ କରାଯାଇଛି ବୋଲି ଅଭିଯୋଗ କରିଛି ବିଜେଡି ।
ବ୍ୟାରିକେଡ ଭାଙ୍ଗିଲା ବିଜେଡି ; ପୋଲିସର ପାଣିମାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







