The Ultimate Managed Hosting Platform
ADVERTISEMENT

ଭତ୍ତା ଟଙ୍କା ଉଠାଇବାକୁ ବ୍ୟାଙ୍କ ଯାଇ ଫେରିବା ବେଳେ ଅଚେତ ହେଲେ ବୃଦ୍ଧ

Facebook
Twitter
LinkedIn

ବଲାଙ୍ଗୀର : ଭତ୍ତା ଟଙ୍କା ଉଠାଇବାକୁ ବ୍ୟାଙ୍କ ଯାଇ ଫେରିବା ବେଳେ ଅଚେତ ହୋଇଗଲେ ବୃଦ୍ଧ । ବଲାଙ୍ଗୀର ବେଲପଡ ବ୍ଲକ କୁଦବଜାରର ଏ ଘଟଣା । କୁଦୋଭଟାରର ବୃଦ୍ଧ ରାଜାରାମ ହାତୀ ଓ ଉରା ହାତୀ । ଟଙ୍କା ଉଠାଇବାକୁ ବେଲପଡା ଷ୍ଟେଟବ୍ୟାଙ୍କ ଶାଖାକୁ ଯାଇଥିଲେ । ଟଙ୍କା ଉଠାଇ ଫେରିବା ବେଳେ ପ୍ରଚଣ୍ଡ ଖରା ସହ୍ୟ ନ କରି ପାରି କୁଦୋଭଟା ପଦମପୁର ରାସ୍ତାରେ ହଠାତ ଅଚେତ ହୋଇ ପଡିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୃଦ୍ଧଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login