The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭଦ୍ରକ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ ହେଲେ ପ୍ରଫୁଲ୍ଲ ଜେନା

Facebook
Twitter
LinkedIn

ଭଦ୍ରକ : ଭଦ୍ରକ ଜିଲ୍ଲା ଅନ୍ତର୍ଗତ ୧୫ ନମ୍ବର ଜିଲ୍ଲା ପରିଷଦ ଜୋନରୁ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ନିର୍ବାଚିତ ପ୍ରଫୁଲ୍ଲ ଜେନା ଭଦ୍ରକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ସୂଚନା ଅନୁଯାୟୀ ଅଧ୍ୟକ୍ଷ ପଦବୀ ପାଇଁ କେବଳ ପ୍ରଫୁଲ୍ଲ ଜେନା ନାମାଙ୍କନ ପତ୍ର ଦାଖଲ କରିଥିଲେ । ତେଣୁ ସେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି । ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୮ ଟି ପଞ୍ଚାୟତକୁ ନେଇ ୧୫ ନମ୍ବର ଜିଲ୍ଲା ପରିଷଦ ଜୋନରେ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରଫୁଲ୍ଲ ଜେନା ବିଜେଡିରୁ ପ୍ରତିଦ୍ୱନ୍ଦିତା କରି ୮୩୦୯ ଭୋଟରେ ବିଜୟ ହୋଇଥିଲେ । ୧୯୯୧ ରୁ ୧୯୯୫ ମସିହା ପର୍ୟ୍ୟନ୍ତ ଭଣ୍ଡାରୀପୋଖରୀ ବିଧାୟକ ଭାବେ ପ୍ରଫୁଲ୍ଲ ଜେନା ମଧ୍ୟ ପ୍ରତିନିଧିତ୍ଵ କରିଥିଲେ । ଏହି ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ଅଧ୍ୟକ୍ଷ ପଦ ହାତେଇବା ପରେ ଦଳୀୟ ନେତା ତଥା କର୍ମୀଙ୍କ ମହଲରେ ଉତ୍ସବର ମାହୋଲ ଦେଖା ଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login