November 1, 2024 5:38 am

The Ultimate Managed Hosting Platform
ADVERTISEMENT

ଭଦ୍ରକ ଷ୍ଟେସନ ଛାଡିଲା ସ୍ୱତନ୍ତ୍ର ଟ୍ରେନ୍

Facebook
Twitter
LinkedIn

ଭଦ୍ରକ: ଆଜି ମଧ୍ୟାହ୍ନ ୧ଟା ୩୨ମିନିଟରେ ଭଦ୍ରକକୁ ଚେନ୍ନାଇ ଅଭିମୁଖେ ଯାଇଛି ସ୍ୱତନ୍ତ୍ର ଟ୍ରେନ। ଏଥିପାଇଁ ସବୁ ବ୍ୟବସ୍ଥା ରେଳ ବିଭାଗ ପକ୍ଷରୁ ହୋଇଥିଲା। ଗତ କାଲି ରାତିରେ ଏହି ଟ୍ରେନଟି ଭଦ୍ରକ ରେଳ ଷ୍ଟେସନରେ ପହଂଚି ଥିଲା, ଆଜି ବାହାନଗା ଠାରେ ଟ୍ରେନ ଦୁର୍ଘଟଣାର ମୃତ୍ୟୁ ବରଣ କରିଥିବା ଲୋକଙ୍କ ଚିହ୍ନଟ ଚାଲିଛି। ସେହିପରି କରମଣ୍ଡଳ ଟ୍ରେନର ଦୁର୍ଘଟଣା ପରେ ସୁସ୍ଥ ଥିବା ଏବଂ ଆହତ ହୋଇ ସୁସ୍ଥ ହୋଇ ଥିବା ଯାତ୍ରୀ ମନେ ଭଦ୍ରକ ରେଳ ଷ୍ଟେସନରେ ପହଂଚି ଏହି ଟ୍ରେନରେ ବସି ଚେନ୍ନାଇ ଅଭିମୁଖେ ଯାଇଛନ୍ତି। ଅନେକ ସମ୍ପର୍କୀୟ ତାଙ୍କ ଲୋକଙ୍କୁ ନପାଇ ମନ ଦୁଃଖରେ ଏହି ଟ୍ରେନରେ ଯାଇଛନ୍ତି। ଅନ୍ୟପକ୍ଷରେ ଉକ୍ତ ସ୍ୱତନ୍ତ୍ର ଟ୍ରେନ ଟିରେ ମୃତକଙ୍କ ଶବ ନେବା ପାଇଁ ପାର୍ସଲ ବଗିର ବ୍ୟବସ୍ଥା ଥିବା ରେଳ ବିଭାଗ ସୂଚନା ଦେଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିହତ

ଏନକାଉଣ୍ଟରରେ ୯ ମାଓବାଦୀ ନିପାତ

ମାଲକାନଗିରି : ଛତିଶଗଡରେ ବଡଧରଣର ମାଓ ବିରୋଧୀ ଅପରେସନ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ସୂଚନା । ଛତିଶଗଡ ଦନ୍ତେୱାଡା ଜିଲ୍ଲାରେ ସୁରକ୍ଷା କର୍ମୀଙ୍କୁ...

ତ୍ରିପୁରାରେ ବନ୍ୟା ଓ ଭୂସ୍ଖଳନ, ୧୦ ଜଣଙ୍କର ଚାଲିଗଲା ଜୀବନ

ତେଲେଙ୍ଗାନା-ଆନ୍ଧ୍ରରେ ବର୍ଷା ବିତ୍ପାତ, ମୃତ୍ୟୁସଂଖ୍ୟା ଛୁଇଁଲା ୨୭

ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ଲଗାଣ ବର୍ଷା । ଫଳରେ ଚାରିଆଡେ ଜଳମଗ୍ନ ହୋଇ ନବନ୍ୟା ସ୍ଥିତି ସୃଷ୍ଟି କରିଛି। ଉଭୟ ରାଜ୍ୟରେ ବର୍ଷା ଏବଂ...

ADVERTISEMENT
ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ଗର୍ଭବତୀ

ମାଲକାନଗିରି : ଡାକ୍ତରଖାନାରୁ ବାହାରିବା ପୂର୍ବରୁ ଜଳିଗଲେ ୭ ମାସର ଗର୍ଭବତୀ । ମାଲକାନଗିରି ଏମଭି-୯ ଗାଁର ମହିଳା ବିନିତା ମାଶ ଗତ ରବିବାର ଦିନ ସ୍ୱାସ୍ଥ୍ୟ...

Login